ପ୍ରସିଦ୍ଧ ନାଟ୍ୟକାର ବିଜୟ ମିଶ୍ରଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ପରଲୋକରେ ପ୍ରସିଦ୍ଧ ନାଟ୍ୟକାର ବିଜୟ ମିଶ୍ର । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ନର୍ସିଂହୋମରେ ୮୩ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ବିଜୟ ମିଶ୍ର । ୧୯୩୬ ମସିହା ଜୁଲାଇ ମାସ ୧୬ରେ ସେ ବାଲେଶ୍ୱର ଜିଲ୍ଲା ନୀଳଗିରିର ସନ୍ତରାଗଡ଼ିଆରେ ଜନ୍ମ ଗ୍ରହଣ କରିଥିଲେ। ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ। ବିଜୟଙ୍କ ଦେହାନ୍ତରେ ସମ୍ପୂର୍ଣ୍ଣ ଚଳଚ୍ଚିତ୍ର ଦୁନିଆରେ ଶୋକର ଛାୟା ଖେଳିଯାଇଛି। ତେବେ ବିଜୟ […] Via The Argus https://theargus.in
Comments
Post a Comment