କୋରୋନା ଆକ୍ରାନ୍ତ ହେଲେ ଦୁଇ ହୋମଗାର୍ଡ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ପୋଲସରା ଥାନାର ଦୁଇଜଣ ହୋମଗାର୍ଡ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ଗଂଜାମ ଏସ୍‌ପି । ଏହି ଦୁଇ ଜଣ ହୋମଗାର୍ଡ ଜଗନ୍ନାଥପୁର ରେଲୱେ ଷ୍ଟେସନ ଓ ଟିଏମସିରେ ନିୟୋଜିତ ଥିଲେ । ଜଣେ ହୋମଗାର୍ଡଙ୍କୁ ପାରଳା ମହାରାଜା କୋଭିଡ ହସ୍ପିଟାଲ ଓ ଅନ୍ୟଜଣଙ୍କୁ ସୀତାପାଲି ସ୍ଥିତ ଟାଟା କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଭୟଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ଗଂଜାମ ଏସ୍‌ପି । Via The Argus https://theargus.in

Comments

Popular posts from this blog

Gold Price Today: 10 grams of gold price decreased by Rs 800 today, New prices released in your city

Today Petrol, Diesel Price: Today’s rates of petrol and diesel released, know the price of your city

Gold still cheaper today, there is great opportunity to earn in falling prices