ରାଜ୍ୟରେ ପୁଣି 245 କରୋନା ପଜିଟିଭ୍ ଚିହ୍ନଟ
ଅର୍ଗସ ବ୍ୟୁରୋ : ଆଜି ରାଜ୍ୟରେ ପୁଣି 245 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ 214 ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ 31 ଜଣ ସ୍ଥାନୀୟ ସଂକ୍ରମଣ। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୂଚନାନୁଯାୟୀ, ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ବାଲେଶ୍ଵରରୁ 2, ବରଗଡ଼ରୁ 10, ଭଦ୍ରକରୁ 2, କଟକରୁ 7, ଢେଙ୍କାନାଳରୁ 3, ଗଜପତିରୁ 7, ଗଞ୍ଜାମରୁ 96, ଜଗତସିଂହପୁରରୁ 9, […] Via The Argus https://theargus.in
Comments
Post a Comment