ଆଜି ପବିତ୍ର ବାହୁଡ଼ା ଯାତ୍ରା, ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ଚତୁର୍ଦ୍ଧା ମୂରତି
ଅର୍ଗସ ବ୍ୟୁରୋ : ଆଜି ଶ୍ରୀଜୀଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦୀରୁ ଲୀଳାଖେଳା ସାରି ରତ୍ନବେଦୀକୁ ବାହୁଡ଼ିବେ ମହାବାହୁ । ବାହୁଡା ଯାତ୍ରା ପାଇଁ ନାକଚଣା ଦ୍ବାର ନିକଟରେ ତିନି ରଥ ଅପେକ୍ଷା ରତ ରହିଛନ୍ତି । ଏହାସହ ବାହୁଡାଯାତ୍ରା ଲାଗି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପୁରୀ ଜିଲ୍ଲା ସମେତ ସହରରେ କର୍ଫ୍ୟୁ କରାଯାଇଛି। ମଙ୍ଗଳବାର ରାତିରୁ ୨ ତାରିଖ ଅର୍ଥାତ ଗୁରୁବାର ରାତି ୧୦ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ […] Via The Argus https://theargus.in
Comments
Post a Comment