ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲାର ୱାଗହମାରେ ଏନକାଉଣ୍ଟର, ୨ ଆତଙ୍କବାଦୀ ନିପାତ
ନୂଆଦିଲ୍ଲୀ: ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲାର ୱାଗହମାରେ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି । ନିହତ ଆତଙ୍କବାଦୀଙ୍କର ପରିଚୟ ମିଳିପାରି ନାହିଁ । ତେବେ ସୁରକ୍ଷା ବାହିନୀର ଯବାନମାନେ ଘଟଣାସ୍ଥଳରୁ ବନ୍ଧୁକ ଓ ଗୁଳି ଜବତ କରିଛନ୍ତି । ସୂଚନାନୁସାରେ, ଗତକାଲି ଅନନ୍ତନାଗ ଜିଲ୍ଲାର ଖୁଲଚୋହର ଅଂଚଳରେ ୩ ଜଣ ଆତଙ୍କବାଦୀକୁ ନିହତ ହୋଇଥିଲେ । ତେବେ ବିଶ୍ୱସ୍ତ ସୂତ୍ରରୁ ଖବର ମିିଳିବା ପରେ ସୁରକ୍ଷା ବାହିନୀର ଯବାନମାନେ […] Via The Argus https://theargus.in
Comments
Post a Comment