ରାଜ୍ୟରେ ଆଜି ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ଗୋଟିଏ ଟ୍ରଫ ଲାଇନ ସମୁଦ୍ର ପତନ ଠାରୁ ୩.୧ କିମି ଉପରେ ରହିଛି । ଏହାର ପ୍ରଭାବରେ ଆଜି ଅନେକ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ କନ୍ଧମାଳ, ରାୟଗଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡିଶାର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା […] Via The Argus https://theargus.in
Comments
Post a Comment