ଜାମ୍ମୁକାଶ୍ମୀରରେ ପୁଣି ଥରେ ଭୂମିକମ୍ପ ଅନୁଭୂତ

ନୂଆଦିଲ୍ଲୀ:  ଜାମ୍ମୁକାଶ୍ମୀରରେ ପୁଣି ଥରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିମ୍ପର ତୀବ୍ରତା ୪.୦ ରହିଛି । ସକାଳ ୮ଟା ୫୯ ମିନିଟ୍ ରେ ଭୂମିକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା । ଏହାପୂର୍ବରୁ ୧୪ରୁ ୧୬ ଜୁନ୍ ମଧ୍ୟରେ ଜାମ୍ମୁ କାଶ୍ମୀରରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ତେବେ ଭୂମିକମ୍ପ ଯୋଗୁଁ ଏପର୍ଯ୍ୟନ୍ତ କେହି ମୃତାହତ କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ଖବର ମିଳିନାହିଁ । ସୂଚନାନୁସାରେ, କାଟ୍ରାଠାରୁ ୮୪ କିଲୋମିଟର […] Via The Argus https://theargus.in

Comments