ଆଜି ପବିତ୍ର ହେରା ପଞ୍ଚମୀ, ଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ ମହାଲକ୍ଷ୍ମୀ
ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ବିଧି ପରମ୍ପରା ପୂର୍ବକ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ଯଥା ବିଧି ଆଧାରରେ ସମ୍ପର୍ଣ୍ଣ ହୋଇଥିଲା । ଗଇଁଠାଳ ଫିଟି ନଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ବଡଭାଇ […] Via The Argus https://theargus.in
Comments
Post a Comment