ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
ଅର୍ଗସ ବ୍ୟୁରୋ : ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ନୂଆ ମୋଡ଼। ଆଦିତ୍ୟଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି। ଡିଜି ଅଭୟ ଏନେଇ ଟ୍ଵିଟ୍ କରି ସୂଚନା ଦେଇଛନ୍ତି। ସେ ଟ୍ଵିଟ୍ କରି ଲେଖିଛନ୍ତି ଯେ, ସମାଜସେବୀଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ ପାଇଁ ମୁଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛି। ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାରେ ବଢୁଛି ସସପେନ୍ସ । ଲିଙ୍ଗରାଜ ଷ୍ଟେସନ ରେଳ ଲାଇନ କଡ଼ରୁ ତାଙ୍କର ମୃତଦେହ […] Via The Argus https://theargus.in
Comments
Post a Comment