ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ଓ ରାଜ୍ୟରେ ବନ୍ୟା ସ୍ଥିତିକୁ ଦୃଷ୍ଟିରେ NEET ଏବଂ JEE କୁ ସ୍ଥଗିତ ରଖିବାକୁ ଅନୁରୋଧ କରିଛନ୍ତି ନବୀନ । ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତିରେ ଥିବାରୁ ପରୀକ୍ଷା ଲାଗି ଛାତ୍ର ଛାତ୍ରୀ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ବୋଲି କହିଲେ ନବୀନ । ଦୁଇ […] Via The Argus https://theargus.in
Comments
Post a Comment