ଉପରମୁଣ୍ଡରେ ଲଗାଣ ବର୍ଷା, ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ ଦେଇ ଜଳ ନିଷ୍କାସନ
ସମ୍ୱଲପୁର: ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର 20ଟି ଗେଟ୍ ଦେଇ ନିଷ୍କାସିତ ହେଉଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢ଼ିବାରେ ଲାଗିଛି ହୀରାକୁଦ ଜଳଭଣ୍ଡାରର ଜଳସ୍ଥର। ହୀରାକୁଦ ଜଳଭଣ୍ଡାରର ଜଳସ୍ଥର ୬୨୩.୧୦ ଫୁଟ ଛୁହିଁଲା। ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୫,୯୫,୬୭୪ କ୍ୱିସେକ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ୩,୦୮,୪୬୪ କ୍ୱିସେକ ବନ୍ୟାଜଳ ନିଷ୍କାସିତ ହେଉଛି । ପୂର୍ବରୁ ୧୮ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସିତ ହେଉଥିବା ବେଳେ ବର୍ତମାନ ହୀରାକୁଦ ଜଳ ଭଣ୍ଡାରର […] Via The Argus https://theargus.in
Comments
Post a Comment