ଅକ୍ଟୋବର ମାସରୁ ଖୋଲିବ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ: ଜ୍ୟୋତି ପ୍ରକାଶ ପାଣିଗ୍ରାହୀ

ଭୁବନେଶ୍ୱର : ଅକ୍ଟୋବର ମାସରୁ ଖୋଲିବ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ । କୋଭିଡ୍ କଟକଣା ଭିତରେ ରାଜ୍ୟରେ ଖୋଲିବ ସମସ୍ତ ପର୍ଯ୍ୟଟନସ୍ଥଳୀ । ପର୍ଯ୍ୟଟନ ଦିବସରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନାରେ ପର୍ଯ୍ୟଟନ ବିଭାଗ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି । ତେବେ  ମନ୍ଦିର ଖୋଲିବା ନେଇ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ନିଷ୍ପତି ନେବେ । Via The Argus https://theargus.in

Comments

Popular posts from this blog

Gold Price Today: 10 grams of gold price decreased by Rs 800 today, New prices released in your city

Today Petrol, Diesel Price: Today’s rates of petrol and diesel released, know the price of your city

Petrol Diesel Price: Latest rates of Petrol Diesel released, check your city price here